ORV
23. ଆଉ ରେ କଫର୍ନାହୂମ, ତୁ କଅଣ ସ୍ଵର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋʼ ମଧ୍ୟରେ ଯେଉଁ ଯେଉଁ ଶକ୍ତିର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସଦୋମରେ କରାଯାଇ-ଥାଆନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାଆନ୍ତା ।
IRVOR
23. ଆଉ ରେ କଫର୍ନାହୂମ, ତୁ କ'ଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ? ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ, କାରଣ ତୋ'ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା, ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା |
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN