ORV
6. କିନ୍ତୁ ପୃଥିବୀରେ ପାପକ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର-ଏଥିପାଇଁ ଯୀଶୁ ପକ୍ଷାଘାତ ରୋଗୀକି କହିଲେ, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଚାଲିଯାଅ ।
IRVOR
6. କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN