ORV
15. ପଶୁର ପ୍ରତିମା ଯେପରି କଥା କହି ପାରେ ଓ ଯେତେ ଲୋକ ପଶୁର ସେହି ପ୍ରତିମାକୁ ପ୍ରଣାମ ନ କରନ୍ତି, ସେମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।
IRVOR
15. ପଶୁର ପ୍ରତିମା ଯେପରି କଥା କହିପାରେ ଓ ସେହି ପ୍ରତିମାକୁ ପ୍ରଣାମ କରୁ ନ ଥିବା ଲୋକମାନେ ଯେପରି ବଧ କରାଯିବେ, ଏଥିପାଇଁ ତାହାକୁ ସେହି ପଶୁର ପ୍ରତିମାକୁ ଜୀବନ ଦାନ କରିବାକୁ କ୍ଷମତା ଦିଆଗଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN