ORV
25. ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଈଶ୍ଵରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ଵାରା ଈଶ୍ଵରଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ଵାରା ପାପ ବ୍ୟବସ୍ଥାର ଦାସ ଅଟେ ।
IRVOR
25. ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉଦ୍ଧାର ହେତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ । ଅତଏବ, ମୁଁ ନିଜେ ମନ ଦ୍ୱାରା ଈଶ୍ୱରଙ୍କ ମୋଶାଙ୍କ ବ୍ୟବସ୍ଥାର ଦାସ, କିନ୍ତୁ ଶରୀର ଦ୍ୱାରା ପାପ ମୋଶାଙ୍କ ବ୍ୟବସ୍ଥାର ଦାସ ଅଟେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN