ORV
36. ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ ।
IRVOR
36. ସଦାପ୍ରଭୁ ତୁମ୍ଭକୁ ଓ ତୁମ୍ଭେ ଯାହାକୁ ଆପଣା ଉପରେ ନିଯୁକ୍ତ କରିବ, ତୁମ୍ଭର ସେହି ରାଜାକୁ, ତୁମ୍ଭର ଓ ତୁମ୍ଭ ପୂର୍ବପୁରୁଷଗଣର ଅଜ୍ଞାତ ଏକ ଗୋଷ୍ଠୀୟ ଲୋକଙ୍କ ନିକଟକୁ ଆଣିବେ, ସେଠାରେ ତୁମ୍ଭେ ପ୍ରସ୍ତରମୟ ଓ କାଷ୍ଠମୟ ଅନ୍ୟ ଦେବତାଗଣର ସେବା କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN