ORV
13. ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ଵରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି ।
IRVOR
13. ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ’ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN