ORV
8. ସଦାପ୍ରଭୁ କାହାନ୍ତି, ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥା ହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍-ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍-ଗମନ କଲେ ।
IRVOR
8. “ସଦାପ୍ରଭୁ କାହାନ୍ତି,” ଏହା ଯାଜକମାନେ କହିଲେ ନାହିଁ, ଆଉ ଯେଉଁମାନେ ବ୍ୟବସ୍ଥାହସ୍ତରେ ଧରନ୍ତି, ସେମାନେ ଆମ୍ଭକୁ ଜାଣିଲେ ନାହିଁ; ଶାସନକର୍ତ୍ତାମାନେ ମଧ୍ୟ ଆମ୍ଭ ବିରୁଦ୍ଧରେ ଅଧର୍ମାଚରଣ କଲେ, ଆଉ ଭବିଷ୍ୟଦ୍ବକ୍ତାମାନେ ବାଲ୍ଦେବ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ ଓ ନିଷ୍ଫଳ ବସ୍ତୁମାନର ପଶ୍ଚାଦ୍ଗମନ କଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN