ORV
30. ସଦାପ୍ରଭୁ ଏହି କଥା କହନ୍ତି, ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ନୋହିବ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ଵ କରି ସମୃଦ୍ଧ ନୋହିବ ।
IRVOR
30. ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN