ORV
1. ସଦାପ୍ରଭୁ କହନ୍ତି, ହେ ଇସ୍ରାଏଲ, ଯେବେ ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯେବେ ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ନୋହିବ;
IRVOR
1. ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ, ଯଦି ତୁମ୍ଭେ ଫେରିବ, ତେବେ ଆମ୍ଭ ନିକଟକୁ ତୁମ୍ଭେ ଫେରି ଆସିବ; ଆଉ, ଯଦି ତୁମ୍ଭେ ଆମ୍ଭ ଦୃଷ୍ଟିରୁ ତୁମ୍ଭର ଘୃଣାଯୋଗ୍ୟ ବିଷୟସବୁ ଦୂର କରିବ, ତେବେ ତୁମ୍ଭେ ସ୍ଥାନାନ୍ତରୀକୃତ ହେବ ନାହିଁ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN