ORV
30. ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ ।
IRVOR
30. ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ; ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ; ତାହାକୁ ଫିଟାଇ ନେଇଆସ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN