ORV
16. ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
IRVOR
16. ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ, ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ, ସେ ଆସୁଅଛନ୍ତି, ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN