ORV
13. ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ିମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇହଜାର ଥିଲା ।
IRVOR
13. ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN