ORV
27. କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ ମୁଦ୍ରା ପାଇବ; ତାହା ଘେନି ମୋʼ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ ।
IRVOR
27. କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନ୍ଶୀ କଣ୍ଟା ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN