ORV
28. କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ଵାସରୋଧ ଦ୍ଵାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ବିହିତ ବୋଧ ହେଲା;
IRVOR
28. କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN