ORV
16. ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାର-କର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର ।
IRVOR
16. ପୁଣି ମୁଁ ସେ ସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN