ORV
15. ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ଏହି ଦେଶରେ ଖଡ଼୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ନୋହିବ, ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍ବକ୍ତାମାନେ ଖଡ଼୍ଗ ଓ ଦୁର୍ଭିକ୍ଷ ଦ୍ଵାରା ବିନଷ୍ଟ ହେବେ ।
IRVOR
15. ଏହେତୁ ଯେଉଁ ଭବିଷ୍ୟଦ୍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ସେହି ଭବିଷ୍ୟଦ୍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN