ORV
15. ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍-ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କୁ ନାଗଦଅଣା ଭୋଜନ କରାଇବା ଓ ବିଷ-ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍-ବକ୍ତାଗଣଠାରୁ ଦେଶଯାକରେ ପାଷାଣ୍ତତା ବ୍ୟାପି ଅଛି ।
IRVOR
15. ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଭବିଷ୍ୟଦ୍ବକ୍ତାମାନଙ୍କ ବିଷୟରେ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କୁ ତିକ୍ତ ଫଳ ଭୋଜନ କରାଇବା ଓ ବିଷ ବୃକ୍ଷର ରସ ପାନ କରାଇବା; କାରଣ ଯିରୂଶାଲମର ଭବିଷ୍ୟଦ୍ବକ୍ତାଗଣଠାରୁ ଦେଶଯାକରେ ଅଧାର୍ମିକତା ବ୍ୟାପି ଅଛି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN