ORV
22. ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଆଜ୍ଞା ଦ୍ଵାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ଵଂସସ୍ଥାନ କରିବା ।
IRVOR
22. ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଆଜ୍ଞା ଦ୍ୱାରା ସେମାନଙ୍କୁ ଏହି ନଗରକୁ ପୁନର୍ବାର ଅଣାଇବା; ତହିଁରେ ସେମାନେ ନଗର ବିରୁଦ୍ଧରେ ଯୁଦ୍ଧ କରି ତାହା ହସ୍ତଗତ କରି ଅଗ୍ନିରେ ଦଗ୍ଧ କରିବେ; ପୁଣି, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN