ORV
17. ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ଵର, ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି; ଯେବେ ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ ।
IRVOR
17. ସେତେବେଳେ ଯିରିମୀୟ ସିଦିକୀୟକୁ କହିଲେ, “ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; ‘ଯଦି ତୁମ୍ଭେ ବାହାର ହୋଇ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଯିବ, ତେବେ ତୁମ୍ଭର ପ୍ରାଣ ବଞ୍ଚିବ ଓ ଏହି ନଗର ଅଗ୍ନିରେ ଦଗ୍ଧ ହେବ ନାହିଁ; ପୁଣି, ତୁମ୍ଭେ ଓ ତୁମ୍ଭ ପରିବାର ବଞ୍ଚିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN