ORV
58. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ଵାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳା; ହେବେ ।
IRVOR
58. ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ବାବିଲର ପ୍ରଶସ୍ତ ପ୍ରାଚୀର ସମ୍ପୂର୍ଣ୍ଣ ଉତ୍ପାଟିତ ହେବ ଓ ତାହାର ଉଚ୍ଚ ଦ୍ୱାରସବୁ ଅଗ୍ନିରେ ଦଗ୍ଧ ହେବ; ପୁଣି, ଲୋକବୃନ୍ଦ ଅସାରତାର ନିମନ୍ତେ ଓ ଗୋଷ୍ଠୀଗଣ ଅଗ୍ନି ନିମନ୍ତେ ପରିଶ୍ରମ କରିବେ; ଆଉ ସେମାନେ କ୍ଳାନ୍ତ ହେବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN