ORV
19. ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ଦଣ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
IRVOR
19. (ମାଥିଉ 22:15-22; ମାର୍କ 12:13-17) ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN