ORV
17. ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି ଯିହୁଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ବ୍ୟବସ୍ଥାଧ୍ୟାପକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି, ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।
IRVOR
17. (ମାଥିଉ 9:1-8; ମାର୍କ 2:1-12) ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN