ORV
18. ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତାପ୍ରାପ୍ତ; ଯାହାଙ୍କ ହସ୍ତରେ ସୁତୀକ୍ଷ୍ମ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚ ସ୍ଵରରେ ଡାକି କହିଲେ, ତୁମ୍ଭର ସୁତୀକ୍ଷ୍ମ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ତାସବୁ ସଂଗ୍ରହ କର, କାରଣ ସେଥିରେ ଦ୍ରାକ୍ଷାଫଳସବୁ ପରିପକ୍ଵ ହୋଇଅଛି ।
IRVOR
18. ପୁଣି, ବେଦି ନିକଟରୁ ଆଉ ଜଣେ ଦୂତ ବାହାର ହେଲେ, ସେ ଅଗ୍ନି ଉପରେ କ୍ଷମତା ପ୍ରାପ୍ତ; ଯାହାଙ୍କ ହସ୍ତରେ ତୀକ୍ଷ୍ଣ ଦାଆ ଥିଲା, ତାହାଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ, ତୁମ୍ଭର ତୀକ୍ଷ୍ଣ ଦାଆ ଲଗାଅ ଓ ପୃଥିବୀର ଦ୍ରାକ୍ଷାପେଣ୍ଡାସବୁ ସଂଗ୍ରହ କର, କାରଣ ସେଥିର ଦ୍ରାକ୍ଷାଫଳସବୁ ପାଚି ଯାଇଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN