ORV
20. ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ତ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ଦ୍ଵାରା ପଶୁର ମୁଦ୍ରାଙ୍କପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଵଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।
IRVOR
20. ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN