ORV
36. କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହିସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା ।
IRVOR
36. କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN