ORV
7. ସପ୍ତାହର ପ୍ରଥମ ଦିନରେ ଯେତେବେଳେ ଆମ୍ଭେମାନେ ରୋଟୀ ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ସେତେବେଳେ ପାଉଲ ପରଦିନ ପ୍ରସ୍ଥାନ କରିବେ ବୋଲି ଉଦ୍ୟତ ହେଉଥିବାରୁ ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ଅର୍ଦ୍ଧରାତ୍ର ପର୍ଯ୍ୟନ୍ତ ଦୀର୍ଘ ବକ୍ତୃତା ଦେଲେ ।
IRVOR
7. ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN