ORV
13. ଅବ୍ରହାମ, ଯିସ୍ହାକ ଓ ଯାକୁବଙ୍କ ଈଶ୍ଵର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ଵର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ଵିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ଵୀକାର କଲେ ।
IRVOR
13. ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ଈଶ୍ୱର, ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱର, ଆପଣା ଦାସ ଯୀଶୁଙ୍କୁ ଗୌରବାନ୍ୱିିତ କରିଅଛନ୍ତି; ସେହି ଯୀଶୁଙ୍କୁ ଆପଣମାନେ ସମର୍ପଣ କଲେ, ପୁଣି, ଯେତେବେଳେ ପୀଲାତ ତାହାଙ୍କୁ ମୁକ୍ତ କରିବାକୁ ମନସ୍ଥ କରିଥିଲେ, ସେତେବେଳେ ତାହାଙ୍କୁ ଆପଣମାନେ ତାହାଙ୍କ ସାକ୍ଷାତରେ ଅସ୍ୱୀକାର କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN