ORV
22. ମୋଶା ତ କହିଥିଲେ, ପ୍ରଭୁ ଈଶ୍ଵର ତୁମ୍ଭମାନଙ୍କର ଭ୍ରାତୃଗଣ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କି ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହିସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।
IRVOR
22. ମୋଶା ତ କହିଥିଲେ, ପ୍ରଭୁ ଈଶ୍ୱର ତୁମ୍ଭମାନଙ୍କର ଭାଇମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ମୋହର ସଦୃଶ ଜଣେ ଭାବବାଦୀଙ୍କୁ ଉତ୍ପନ୍ନ କରିବେ; ଯେଉଁ ଯେଉଁ ବିଷୟରେ ସେ ତୁମ୍ଭମାନଙ୍କୁ କହିବେ, ସେହି ସବୁ ବିଷୟରେ ତୁମ୍ଭେମାନେ ତାହାଙ୍କ କଥା ଶୁଣିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN