ORV
6. (ଅନନ୍ତର ଇସ୍ରାଏଲ-ସନ୍ତାନଗଣ ବେରୋତ୍-ବନେୟା-କନଠାରୁ ମୋଷେରତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା ।
IRVOR
6. (ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ବେରୋତ୍-ବନେୟା-କନଠାରୁ [* ଅର୍ଥାତ୍ ବେରୋତ୍-ବନେୟା-କନ ଲୋକମାନଙ୍କ କୂପଠାରୁ ] ମୋଷେରୋତକୁ ଯାତ୍ରା କଲେ, ସେ ସ୍ଥାନରେ ହାରୋଣ ମଲେ ଓ ସେହି ସ୍ଥାନରେ ସେ କବର ପାଇଲେ; ପୁଣି ତାଙ୍କର ପୁତ୍ର ଇଲୀୟାସର ତାଙ୍କ ପଦରେ ଯାଜକ କର୍ମ କଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN