ORV
9. ଅନନ୍ତର ଯୋଷେଫ ଆଉ ଗୋଟିଏ ସ୍ଵପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, ଦେଖ, ମୁଁ ଆଉ ଏକ ସ୍ଵପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ ।
IRVOR
9. ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN