ORV
13. ତହିଁରେ ଅଶୁଚୀକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ତଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ଵଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ ।
IRVOR
13. ତହିଁରେ ଅଶୁଚିକୃତ ଯିରୂଶାଲମସ୍ଥ ସକଳ ଗୃହ ଓ ଯିହୁଦାର ରାଜାଗଣର ଗୃହ, ଅର୍ଥାତ୍, ଯେସକଳ ଗୃହର ଛାତ ଉପରେ ସେମାନେ ଆକାଶମଣ୍ଡଳସ୍ଥ ସୈନ୍ୟଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି ଓ ଅନ୍ୟ ଦେବଗଣର ଉଦ୍ଦେଶ୍ୟରେ ପେୟ ନୈବେଦ୍ୟ ଢାଳିଅଛନ୍ତି, ସେସକଳ ତୋଫତ୍ ସ୍ଥାନ ତୁଲ୍ୟ ହେବ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN