ORV
24. ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ଼୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ ।
IRVOR
24. ଏହିସବୁ ବନ୍ଧ ଦେଖ, ସେମାନେ ଜୟ କରିବା ପାଇଁ ନଗରକୁ ଆସିଅଛନ୍ତି; ପୁଣି, ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ସକାଶୁ ନଗର ବିରୁଦ୍ଧରେ ଯୁଦ୍ଧକାରୀ କଲ୍ଦୀୟମାନଙ୍କ ହସ୍ତରେ ତାହା ଦତ୍ତ ହେଉଅଛି; ଆଉ, ତୁମ୍ଭେ ଯାହା କହିଅଛ, ତାହା ସଫଳ ହେଉଅଛି; ପୁଣି ଦେଖ, ତୁମ୍ଭେ ଏହା ଦେଖୁଅଛ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN