ORV
28. ଏଥି ସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ତଳ କୃଷ୍ଣବର୍ଣ୍ଣ ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ⇧ ।
IRVOR
28. ଏଥିସକାଶୁ ପୃଥିବୀ ଶୋକ କରିବ ଓ ଉପରିସ୍ଥ ଆକାଶମଣ୍ଡଳ ଅନ୍ଧକାର ହେବ; କାରଣ ଆମ୍ଭେ ଏହା କହିଅଛୁ, ଆମ୍ଭେ ଏହା ମନରେ ସ୍ଥିର କରିଅଛୁ ଓ ଆମ୍ଭେ ଦୁଃଖିତ ହୋଇ ନାହୁଁ, କିଅବା ଆମ୍ଭେ ଏଥିରୁ ଫେରିବୁ ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN