ORV
52. ଏଣୁକରି ସଦାପ୍ରଭୁ କହନ୍ତି, ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ ।
IRVOR
52. ଏଣୁକରି ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ସମୟରେ ଆମ୍ଭେ ତାହାର ଖୋଦିତ ପ୍ରତିମାଗଣକୁ ପ୍ରତିଫଳ ଦେବା, ଏପରି ସମୟ ଆସୁଅଛି ଓ କ୍ଷତବିକ୍ଷତ ଲୋକମାନେ ତାହାର ଦେଶର ସର୍ବତ୍ର କାତରୋକ୍ତି କରିବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN