ORV
33. ପୁଣି, ସେମାନେ ତାହାଙ୍କଠାରୁ ପ୍ରସ୍ଥାନ କରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।
IRVOR
33. ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କ'ଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN