ORV
21. ଯୀଶୁ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
IRVOR
21. ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN