ORV
32. ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ସେମାନେ ବିସ୍ମୟାନ୍ଵିତ ଓ ପଶ୍ଚାତ୍ଗାମୀ ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ଦ୍ଵାଦଶଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ ।
IRVOR
32. (ମାଥିଉ 20:17-19; ଲୂକ 18:31-34) ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହି ସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN