ORV
16. ଇତି ମଧ୍ୟରେ ହେରୋଦ ପଣ୍ତିତମାନଙ୍କ ଦ୍ଵାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି କ୍ରୋଧାନ୍ଧ ହୋଇଗଲେ, ଆଉ ସେମାନଙ୍କ ନିକଟରୁ ସୂକ୍ଷ୍ମ ରୂପେ ଯେଉଁ ସମୟ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ ନ୍ୟୂନବୟସ୍କ ଯେତେ ବାଳକ ବେଥଲିହିମ, ପୁଣି ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ ।
IRVOR
16. ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ, ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ, ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି, ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ, ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN