ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଦିତୀୟ ବିବରଣ
ORV
24. ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ ।

IRVOR
24. “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 37 Verses, Current Verse 24 of Total Verses 37
  • ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ୍ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ ଲଗାଅ ।
  • IRVOR

    “ତୁମ୍ଭେମାନେ ଉଠ ଓ ଯାତ୍ରା କରି ଅର୍ଣ୍ଣୋନ ଉପତ୍ୟକା ପାର ହୁଅ; ଦେଖ, ଆମ୍ଭେ ହିଷ୍‍ବୋନର ରାଜା ଇମୋରୀୟ ସୀହୋନକୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କରିଅଛୁ; ତାହା ଅଧିକାର କରିବାକୁ ଆରମ୍ଭ କର ଓ ତାହା ସଙ୍ଗେ ଯୁଦ୍ଧ କର।
Total 37 Verses, Current Verse 24 of Total Verses 37
×

Alert

×

oriya Letters Keypad References