ORV
3. ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ଵର ସ୍ଵୟଂ ଗ୍ରାସକାରୀ ଅଗ୍ନି ସ୍ଵରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ ।
IRVOR
3. ଏଣୁ ଆଜି ଜ୍ଞାତ ହୁଅ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱୟଂ ଗ୍ରାସକାରୀ ଅଗ୍ନି ସ୍ୱରୂପ ହୋଇ ତୁମ୍ଭ ଆଗେ ଆଗେ ଗମନ କରୁଅଛନ୍ତି; ସେ ସେମାନଙ୍କୁ ସଂହାର କରିବେ ଓ ସେମାନଙ୍କୁ ତୁମ୍ଭ ସମ୍ମୁଖରେ ନତ କରିବେ; ତହିଁରେ ତୁମ୍ଭ ପ୍ରତି ସଦାପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭେ ସେମାନଙ୍କୁ ତଡ଼ି ଦେବ ଓ ସେମାନଙ୍କୁ ଶୀଘ୍ର ବିନାଶ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN