ORV
3. ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ଵର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ଵର ଅଟନ୍ତି ।
IRVOR
3. ତାହାଙ୍କର ସମଗ୍ର ଲୋକଙ୍କ ମଧ୍ୟରେ ତୁମ୍ଭମାନଙ୍କର ଯେକେହି ହେଉ, ତାହାର ପରମେଶ୍ୱର ତାହାର ସହବର୍ତ୍ତୀ ହେଉନ୍ତୁ ଓ ସେ ଯିହୁଦା ଦେଶସ୍ଥିତ ଯିରୂଶାଲମକୁ ଯାତ୍ରା କରି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ଯିରୂଶାଲମସ୍ଥ ଗୃହ ନିର୍ମାଣ କରୁ; ସେ ପରମେଶ୍ୱର ଅଟନ୍ତି।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN