ORV
5. ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, ମୋʼ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକି ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ ।
IRVOR
5. ତହିଁରେ ସାରୀ ଅବ୍ରାମଙ୍କୁ କହିଲେ, “ମୋ’ ପ୍ରତି ଏହି ଅନ୍ୟାୟର ଫଳ ତୁମ୍ଭର ହେଉ; ମୁଁ ଆପଣାର ଯେଉଁ ଦାସୀକୁ ତୁମ୍ଭ କ୍ରୋଡ଼ରେ ଦେଇଅଛି, ସେ ଏବେ ଆପଣାର ଗର୍ଭ ଜାଣି ମୋତେ ତୁଚ୍ଛ ଜ୍ଞାନ କରୁଅଛି; ସଦାପ୍ରଭୁ ତୁମ୍ଭର ଓ ମୋହର ବିଚାର କରନ୍ତୁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN