ORV
35. ଅନନ୍ତର ସେ ସେହିଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ଅଥଚ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି କୃଷ୍ଣବର୍ଣ୍ଣ ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;
IRVOR
35. ଏଥିଉତ୍ତାରେ ସେ ସେହିଦିନ ରେଖାଙ୍କିତ ଓ ବିନ୍ଦୁଚିହ୍ନିତ ଛାଗସକଳ ଓ ଚିତ୍ରବିଚିତ୍ର ଓ ବିନ୍ଦୁଚିହ୍ନିତ ମଧ୍ୟ କିଞ୍ଚିତ ଶୁକ୍ଳବର୍ଣ୍ଣ ଛାଗୀସକଳ, ପୁଣି, କଳାବର୍ଣ୍ଣର ମେଷସକଳ ପୃଥକ ପୃଥକ କରି ଆପଣା ପୁତ୍ରମାନଙ୍କ ହସ୍ତରେ ସମର୍ପଣ କଲା;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN