ORV
32. ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ ।
IRVOR
32. ତହିଁରେ ଭୃତ୍ୟମାନେ ଯୋଷେଫଙ୍କ ନିମନ୍ତେ ଓ ତାଙ୍କ ଭାଇମାନଙ୍କ ନିମନ୍ତେ, ପୁଣି, ତାଙ୍କ ସଙ୍ଗେ ଭୋଜନକାରୀ ମିସ୍ରୀୟ ଲୋକମାନଙ୍କ ନିମନ୍ତେ ପୃଥକ ପୃଥକ ପରିବେଷଣ କଲେ, କାରଣ ଏବ୍ରୀୟମାନଙ୍କ ସହିତ ଭୋଜନ କରିବାର ମିସ୍ରୀୟମାନଙ୍କର ବ୍ୟବହାର ନ ଥିଲା; ତାହା ମିସ୍ରୀୟମାନଙ୍କର ଘୃଣିତ କର୍ମ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN