ORV
19. ମାତ୍ର ଆମ୍ଭେ କହିଲୁ, ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରନି ସ୍ଵରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା? ପୁଣି, ଆମ୍ଭେ କହିଲୁ, ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ନୋହିବ ।
IRVOR
19. ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN