ORV
10. ଏଥି ଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂସର୍ଦନ୍ ଅହୀକାମର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ-ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା ।
IRVOR
10. ଏଥିଉତ୍ତାରେ ଇଶ୍ମାୟେଲ, ମିସ୍ପାରେ ଅବଶିଷ୍ଟ ଥିବା ସମସ୍ତ ଲୋକଙ୍କୁ, ଅର୍ଥାତ୍, ସମସ୍ତ ରାଜକନ୍ୟାଗଣକୁ ଓ ମିସ୍ପାରେ ଅବଶିଷ୍ଟ ଥିବା ଯେସମସ୍ତ ଲୋକଙ୍କୁ ପ୍ରହରୀବର୍ଗର ସେନାପତି ନବୂଷରଦନ୍ ଅହୀକାମ୍ର ପୁତ୍ର ଗଦଲୀୟ ହସ୍ତରେ ସମର୍ପଣ କରିଥିଲା, ସେମାନଙ୍କୁ ବନ୍ଦୀ କରି ନେଇ ଗଲା; ନଥନୀୟର ପୁତ୍ର ଇଶ୍ମାୟେଲ ସେମାନଙ୍କୁ ବନ୍ଦୀ କରି ଅମ୍ମୋନ ସନ୍ତାନଗଣର ନିକଟକୁ ଯିବା ପାଇଁ ପ୍ରସ୍ଥାନ କଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN