ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
49. କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ତୋଳିବା ଲୋକ ପରି; ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରନ୍ତେ, ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।

IRVOR
49. କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 49 Verses, Current Verse 49 of Total Verses 49
  • କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ତୋଳିବା ଲୋକ ପରି; ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରନ୍ତେ, ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
  • IRVOR

    କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
Total 49 Verses, Current Verse 49 of Total Verses 49
×

Alert

×

oriya Letters Keypad References