ORV
1. ଏଥିଉତ୍ତାରେ ସେ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ତ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।
IRVOR
1. (ମାଥିଉ 21:33-46; ଲୂକ 20:9-19) ଏଥିଉତ୍ତାରେ ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN