ORV
13. ବିଶ୍ରାମବାରରେ ଆମ୍ଭେମାନେ ନଗରଦ୍ଵାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
IRVOR
13. ବିଶ୍ରାମବାରରେ ଆମ୍ଭେମାନେ ନଗର ଦ୍ୱାରରୁ ବାହାରି ନଦୀକୂଳକୁ ଗଲୁ, ସେଠାରେ ପ୍ରାର୍ଥନାର ସ୍ଥାନ ଅଛି ବୋଲି ଆମ୍ଭେମାନେ ମନେ କରିଥିଲୁ, ଆଉ ଆମ୍ଭେମାନେ ବସି ସମବେତ ହୋଇଥିବା ମହିଳାମାନଙ୍କୁ କଥା କହିବାକୁ ଲାଗିଲୁ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN