ORV
11. ହେ ସଦାପ୍ରଭୋ, ତାହାର ସମ୍ପତ୍ତିକି ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗିପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ ।
IRVOR
11. ହେ ସଦାପ୍ରଭୁ, ତାହାର ସମ୍ପତ୍ତିକୁ ଆଶୀର୍ବାଦ କର ଓ ତାହା ହସ୍ତର କର୍ମ ଗ୍ରହଣ କର; ଯେଉଁମାନେ ତାହା ବିରୁଦ୍ଧରେ ଉଠନ୍ତି ଓ ଯେଉଁମାନେ ତାହାକୁ ଘୃଣା କରନ୍ତି, ସେମାନଙ୍କ କଟିଦେଶ ଭାଙ୍ଗି ପକାଅ, ଯେପରି ସେମାନେ ପୁନର୍ବାର ଉଠି ନ ପାରିବେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN